3 John 1:2 — Compare Translations
7 translations compared side by side
Odia - 1840
"ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳ ରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲ ରେ ଥିବ। ତୁମ୍ଭର ଉତ୍ତମ ସ୍ବାସ୍ଥ୍ଯ ପାଇଁ ମୁଁ ପ୍ରାର୍ଥନା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ଵାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁ, ତୁମର ସ୍ୱାସ୍ଥ୍ୟ ଓ ସର୍ବଶୁଭ କାମନା କରି ମୁଁ ଈଶ୍ୱରଙ୍କୁ ପ୍ରାର୍ଥନା କରୁଛି- ମୁଁ ଜାଣେ, ଆଧାତ୍ମିକ ଜୀବରେ ତୁମେ ବେଶ୍ ସୁସ୍ଥ ଅଛ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲରେଥିବ। ତୁମ୍ଭର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
Odia IRV 2017 (ଓଡିଆ ବାଇବେଲ)
ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾ ದೊಸ್ತಾ ತುಜೆ ಸಗ್ಳೆ ಬರೆ ಹೊಂವ್ದಿತ್ ಅನಿ ತುಜೆ ಆರೊಗ್ಯ್ ಬರೆ ರ್ಹಾಂವ್ದಿತ್ ತಿಯಾ ಆತ್ಮಿಕ್ ರಿತಿನ್ ಬರೆ ಹಾಸ್ ಮನುನ್ ಮಿಯಾ ಮಾಗ್ನಿ ಕರ್ತಾ, ತಸೆಚ್ ತಿಯಾ ಆರಾಮ್ ರಾ.