3 John 1:3 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ରେ କେତକେ ଭାଇମାନେ ଏଠାକୁ ଆସିଲେ ଓ ସତ୍ଯ ପ୍ରତି ତୁମ୍ଭର ବିଶ୍ବସ୍ତତା ସମ୍ପର୍କ ରେ କହିଲେ। ସମାନେେ ମାେତ କହିଲେ ଯେ ତୁମ୍ଭେ ଅବିରତ ସତ୍ଯ ପଥ ଅନୁସରଣ କରୁଛ। ଏହା ଶୁଣି ମୁଁ ଅତ୍ଯନ୍ତ ଆନନ୍ଦିତ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କିପରି ସତ୍ୟ ପ୍ରତି ବିଶ୍ୱସ୍ତ ରହିଛ ଏବଂ କିପରି ଜୀବନରେ ସବୁବେଳେ ସତ୍ୟ ଆଚରଣ କରୁଛ, ଏ କଥା କେତେଜଣ ଖ୍ରୀଷ୍ଟିୟାନ ଭାଇମାନଙ୍କଠାରୁ ଶୁଣି ଖୁସି ହେଲି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟରେ କେତେକ ଭାଇମାନେ ଏଠାକୁ ଆସିଲେ ଓ ସତ୍ୟ ପ୍ରତି ତୁମ୍ଭର ବିଶ୍ୱସ୍ତତା ସମ୍ପର୍କରେ କହିଲେ। ସେମାନେ ମୋତେ କହିଲେ ଯେ ତୁମ୍ଭେ ଅବିରତ ସତ୍ୟ ପଥ ଅନୁସରଣ କରୁଛ। ଏହା ଶୁଣି ମୁଁ ଅତ୍ୟନ୍ତ ଆନନ୍ଦିତ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।
Odia IRV 2017 (ଓଡିଆ ବାଇବେଲ)
କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಜಿವನಾತ್ಲಿ ಖರೆಪಾನ್ ಅನಿ ತಿಯಾ ಖರ್ಯಾ ವಾಟೆನ್ ಚಲುಲಾಗ್ಲೆಯ್ ಮನುನ್ ಕ್ರಿಸ್ತಾಕ್ಡೆ ಭಾವ್ ಹೊವ್ನ್ ಹೊತ್ತ್ಯಾ ತಾಂಡ್ಯಾಚ್ಯಾ ಲೊಕಾನಿ ಯೆವ್ನ್ ಮಾಕಾ ಸಾಕ್ಷಿ ದಿಲ್ಯಾನಿ ಹೆಚ್ಯಾ ವೈನಾ ಖುಶಿ ಹೊಲಿ.