3 John 1:4 — Compare Translations
7 translations compared side by side
Odia - 1840
"ମୁଁ ଯେତବେେଳେ ଶୁଣେ ଯେ ମାରେ ପିଲାମାନେ ସତ୍ଯର ମାର୍ଗ ଅନୁସରଣ କରୁଛନ୍ତି, ତାହା ମାେତେ ବିଶଷେ ଆନନ୍ଦ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ପିଲାମାନେ ସତ୍ୟକୁ ଅନୁସରଣ କରି ଜୀବନ ଯାପନ କରୁଛନ୍ତି ବୋଲି ଶୁଣିଲେ, ମୋର ସବୁାଂରୁ ଅଧିକ ଆନନ୍ଦ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ଶୁଣେ ଯେ ମୋର ପିଲାମାନେ ସତ୍ୟର ମାର୍ଗ ଅନୁସରଣ କରୁଛନ୍ତି, ତାହା ମୋତେ ବିଶେଷ ଆନନ୍ଦ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜಿ ಪೊರಾ ಖರ್ಯಾಚ್ಯಾ ವಾಟೆನ್ ಜಿವನ್ ಕರುನ್ಗೆತ್ ಹಾತ್ ಮನ್ತಲೆ ಆಯಿಕ್ತಾನಾ ಮಾಕಾ ಲೈ ಕುಶಿ ಹೊತಾ.