3 John 1:5 — Compare Translations
7 translations compared side by side
Odia - 1840
"ମାରେ ପ୍ରିୟ ବନ୍ଧୁ, ଏହା ଉତ୍ତମ ଯେ ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଭାଇମାନଙ୍କୁ ସାହାୟ୍ଯ କରୁଛ। ତୁମ୍ଭେ ଅପରିଚିତ ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରିୟ ବନ୍ଧୁ, ତୁମ୍ଭେ ଭ୍ରାତୃଗଣ, ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ଵସ୍ତ ଭାବରେ କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁ, ଖ୍ରୀଷ୍ଟୟାନ ପ୍ରତି, ଏପରି କି ସେମାନେ ଅପରିଚିତ ହୋଇଥିଲେ ସୁଦ୍ଧା, ସେମାନଙ୍କ ପ୍ରତି ତୁମେ ଅତି ବିଶ୍ୱସ୍ତ ଆଚରଣ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରିୟ ବନ୍ଧୁ, ଏହା ଉତ୍ତମ ଯେ ତୁମ୍ଭେ ଖ୍ରୀଷ୍ଟରେ ଥିବା ଭାଇମାନଙ୍କୁ ସାହାଯ୍ୟ କରୁଛ। ତୁମ୍ଭେ ଅପରିଚିତ ଭାଇମାନଙ୍କୁ ମଧ୍ୟ ସାହାଯ୍ୟ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ପ୍ରିୟ ବନ୍ଧୁ, ତୁମ୍ଭେ ଭ୍ରାତୃଗଣ, ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾ ದೊಸ್ತಾ, ತಿಯಾ ತುಜ್ಯಾ ವಾಂಗುಡ್ಚ್ಯಾ ವಿಶ್ವಾಸಾತ್ ಹೊತ್ತ್ಯಾ ಲೊಕಾಂಚ್ಯಾ ಮದ್ದಿ ಅನಿ ವಿಶ್ವಾಸ್ ನತ್ತ್ಯಾ ಲೊಕಾಂಚ್ಯಾ ಮದ್ದಿ ನಿಯತ್ತಿನ್ ರಾಬುಕ್ ಲಾಗ್ಲೆ.