3 John 1:6 — Compare Translations
7 translations compared side by side
Odia - 1840
"ସହେି ଭାଇମାନେ, ତୁମ୍ଭର ପ୍ ରମେ ସମ୍ବନ୍ଧ ରେ ମଣ୍ଡଳୀକୁ କହିଛନ୍ତି। ଦୟାକରି ତୁମ୍ଭେ ସମାନଙ୍କେୁ ସମାନଙ୍କେର ଯାତ୍ରା ରେ ସାହାୟ୍ଯ କର। ତୁମ୍ଭେ ସମାନଙ୍କେୁ ଏପରି ସାହାୟ୍ଯ କର, ଯେପରି ତାହା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମଣ୍ତଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ଵରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ଦ୍ନେହ ବ୍ୟବହାର ବିଷୟରେ ସେମାନେ ଏଠିକର ମଣ୍ଡଳୀରେ ପ୍ରକାଶ କରିଛନ୍ତି। ମୋର ଅନୁରୋଧ, ତୁମେ ସେମାନଙ୍କ ଯାତ୍ରା ପାଇଁ ସାହାଯ୍ୟ ଦିଅ। ଏହା ଦ୍ୱରା ଈଶ୍ବର ପ୍ରୀତ ହେବେ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭାଇମାନେ, ତୁମ୍ଭର ପ୍ରେମ ସମ୍ବନ୍ଧରେ ମଣ୍ଡଳୀକୁ କହିଛନ୍ତି। ଦୟାକରି ତୁମ୍ଭେ ସେମାନଙ୍କୁ ସେମାନଙ୍କର ଯାତ୍ରାରେ ସାହାଯ୍ୟ କର। ତୁମ୍ଭେ ସେମାନଙ୍କୁ ଏପରି ସାହାଯ୍ୟ କର, ଯେପରି ତାହା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ୱରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೆವಾಚ್ಯಾ ತಾಂಡ್ಯಾಕ್ಡೆ ತುಜೆ ಪ್ರೆಮ್ ಕಸ್ಲೊ ಮನ್ತಲೆ ಬೊಲ್ಲ್ಯಾನಿ, ದಯಾ ಕರುನ್ ದೆವಾಚ್ಯಾ ಮನಾಕ್ ಪಾಜೆ ಹೊಲ್ಲ್ಯಾ ವಾಟೆನ್ ಚಲುಕ್ ತೆಂಕಾ ಮಜತ್ ಕರ್.