3 John 1:7 — Compare Translations

7 translations compared side by side

Odia - 1840
"ସହେି ଭାଇମାନେ ଖ୍ରୀଷ୍ଟଙ୍କର ସବୋ ପାଇଁ ଭ୍ରମଣ କରନ୍ତି। ସମାନେେ ବିଶ୍ବାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେମାନେ ବିଜାତିମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେମାନେ ଅଣ-ବିଶ୍ୱାସୀମାନଙ୍କଠାରୁ କୌଣସି ସାହାଯ୍ୟ ନ ନେଇ ଖ୍ରୀଷ୍ଟଙ୍କ ସେବା ପାଇଁ ଏହି ଯାତ୍ରାରେ ବାହାରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭାଇମାନେ ଖ୍ରୀଷ୍ଟଙ୍କର ସେବା ପାଇଁ ଭ୍ରମଣ କରନ୍ତି। ସେମାନେ ବିଶ୍ୱାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେମାନେ ଅଣଯିହୂଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ಜಾತಾನಾ ವಿಶ್ವಾಸ್ ಕರಿನಸಲ್ಲ್ಯಾ ಲೊಕಾಂಚ್ಯಾಕ್ನಾ ಕಸ್ಲಿಬಿ ಮಜತ್ ಗಾವ್ಚೆ ಮನುನ್ ಆಶಾ ಕರಿನಸ್ತಾನಾ ಕ್ರಿಸ್ತಾಚ್ಯಾ ನಾವಾನ್ ಪ್ರಯಾನ್ ಕರ್ತಾತ್.