3 John 1:8 — Compare Translations
7 translations compared side by side
Odia - 1840
"ତେଣୁ ଆମ୍ଭେ ସହେି ଭାଇମାନଙ୍କୁ ସାହାୟ୍ଯ କରିବା ଉଚିତ। ଆମ୍ଭେ ତାହାଙ୍କୁ ସାହାୟ୍ଯ କରିବା ଦ୍ବାରା ଆମ୍ଭେ ସତ୍ଯ ନିମନ୍ତେ ସମାନଙ୍କେର କାର୍ୟ୍ଯ ରେ ଭାଗୀଦାର ହାଇପୋରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଖ୍ରୀଷ୍ଟବିଶ୍ୱାସୀମାନେ ସେମାନଙ୍କୁ ସାହାଯ୍ୟ କରି ସତ୍ୟର ପ୍ରାଶ ପାଇଁ ସେମାନଙ୍କ କାର୍ଯ୍ୟରେ ଅଂଶ ଗ୍ରହଣ କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ସେହି ଭାଇମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ତାହାଙ୍କୁ ସାହାଯ୍ୟ କରିବା ଦ୍ୱାରା ଆମ୍ଭେ ସତ୍ୟ ନିମନ୍ତେ ସେମାନଙ୍କର କାର୍ଯ୍ୟରେ ଭାଗୀଦାର ହୋଇପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥି ନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್ಹಾತಾನಾ ಅಮಿ ಹ್ಯಾ ಲೊಕಾಕ್ನಿ ಮಜತ್ ಕರ್ತಲೊ ಅಮ್ಚೊ ಖಾಯ್ದೊ. ಹೆಚ್ಯಾ ವೈನಾ ಖರೆ ಕಾಯ್ ಹಾಯ್ ತೆ ಪ್ರಚಾರ್ ಕರ್ತಲ್ಯಾ ಕಾಮಾಕ್ ಅಮಿಬಿ ತೆಂಚ್ಯಾ ವಾಂಗ್ಡಾ ಎಕ್ ಹೊತಾಂವ್.