Acts 1:10 — Compare Translations
7 translations compared side by side
Odia - 1840
"ଯୀଶୁ ଚାଲି ଯାଉଥିଲେ ଓ ପ୍ ରରେିତମାନେ ଆକାଶକୁ ଚାହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସମାନଙ୍କେ ପାଖ ରେ ଆସି ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକ ଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଉଦ୍ଧ୍ୱର୍କୁ ଯିବା ପରେ ମଧ୍ୟ ସେମାନେ ସ୍ଥିର ଦୃଷ୍ଟିରେ ଆକାଶକୁ ଚାହିଁ ରହିଥିଲେ। ଶୁଭ୍ର ବସ୍ତ୍ର ପରିହିତ ଦୁଇ ବ୍ୟକ୍ତି ହଠାତ୍ ସେମାନଙ୍କ ପାଖରେ ଆସି ଠିଆ ହୋଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗ୍ଭଲି ଯାଉଥିଲେ ଓ ପ୍ରେରିତମାନେ ଆକାଶକୁ ଗ୍ଭହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସେମାନଙ୍କ ପାଖରେ ଆସି ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಚಡುನ್ಗೆತ್ ಜಾತಾನಾ ಅನಿ ತೆನಿ ಮಳ್ಬಾಕುಚ್ ನದರ್ ಲಾವ್ನ್ ರ್ಹಾತಾನಾ ಪಾಂಡ್ರೆ ಕಪ್ಡೆ ನೆಸಲ್ಲೆ ದೊಗೆ ಜನಾ ಎಗ್ದಮ್ ತೆಂಚ್ಯಾಕ್ಡೆ ಯೆವ್ನ್ ಇಬೆ ರ್ಹಾಲೆ.