Acts 1:11 — Compare Translations

7 translations compared side by side

Odia - 1840
"ସହେି ଦୁଇଜଣ ପୁରୁଷ ପ୍ ରରେିତମାନଙ୍କୁ କହିଲେ, ହେ ଗାଲିଲୀର ଲୋକେ, ତୁମ୍ଭମାନେେ ଏଠା ରେ ଠିଆ ହାଇେ ଆକାଶ ଆଡ଼େ କାହିଁକି ଚାହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ଯରୁ ଉଠାଇ ନିଆଗଲା, ସେ ସ୍ବର୍ଗକୁ ଗଲେ ଓ ତୁମ୍ଭମାନେେ ତାହାଙ୍କୁ ଉପରକୁ ୟିବାର ଯେପରି ଦେଖିଲ, ସହେିପରି ସେ ପୁଣି ଫରେିଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ଵର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ଵର୍ଗକୁ ଯିବାର ଦେଖିଲ, ସେ ସେହିପ୍ରକାରେ ଆଗମନ କରିବେ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ଗାଲିଲୀୟମାନେ, କାହିଁକି ଏଠାରେ ଠିଆ ହୋଇ ଆକାଶକୁ ଚାହିଁ ରହିଛ? ଯୀଶୁ ତୁମ୍ଭମାନଙ୍କ ନିକଟକୁ ଯାଇ ସ୍ୱର୍ଗରେ ଗୃହୀତ ହୋଇଅଛନ୍ତି। କିନ୍ତୁ ସେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବା ତୁମ୍ଭେମାନେ ଦେଖିଲ, ଠିକ୍ ସେହି ପ୍ରକାରେ ସେ ପୁଣି ଫେରି ଆସିବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಮನುಕ್ ಲಾಗ್ಲೆ, “ಗಾಲಿಲಿಯಾಚ್ಯಾ ಮಾನ್ಸಾನು, ತುಮಿ ಅಶೆ ಮಳ್ಬಾಕ್ ನದರ್ ಲಾವ್ನ್ ಘೆವ್ನ್ ಕಶ್ಯಾಕ್ ಇಬೆ ರ್‍ಹಾಲ್ಯಾಶಿ? ಹ್ಯೊ ತುಮ್ಚ್ಯಾ ಮದ್ಲೊ ವೈರ್ ಉಕ್ಲುನ್ ಘೆವ್ನ್ ಹೊಲ್ಲೊ ಜೆಜು, ಕಸೊ ತುಮಿ ತೆಕಾ ಸರ್ಗಾರ್ ಚಡುನ್ ಜಾತಾನಾ ಬಗುಕ್ ಲಾಗ್ಲ್ಯಾಸಿ ತೆಸೊಚ್ ಅನಿ ಪರ್ತುನ್ ತೊ ಯೆತಾ”.