Acts 1:12 — Compare Translations

7 translations compared side by side

Odia - 1840
"ତା'ପରେ ପ୍ ରରେିତମାନେ ଜୀତ ନାମକ ପର୍ବତରୁ ୟିରୂଶାଲମ ଫରେି ଆସିଲେ। ଏହି ପର୍ବତ ୟିରୂଶାଲମଠାରୁ ପ୍ରାୟ ଦୁଇ କି ଲୋମିଟର ଦୂର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ପ୍ରେରିତ ଶିଷ୍ୟମାନେ ଜୀତ ପର୍ବତରୁ ଯିରୂଶାଲମକୁ ଫେରିଗଲେ। ଜୀତ ପର୍ବତ ସହରଠାରୁ ଏକ କିଲୋମିଟର ଦୂରରେ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ନୂଆ ପ୍ରେରିତଙ୍କ ନିର୍ବାଚନ ତା’ପରେ ପ୍ରେରିତମାନେ ଜୀତ ନାମକ ପର୍ବତରୁ ଯିରୁଶାଲମ ଫେରି ଆସିଲେ। ଏହି ପର୍ବତ ଯିରୁଶାଲମଠାରୁ ପ୍ରାୟ ଦୁଇ କିଲୋମିଟର ଦୂର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಒಲಿವೆತ್ ಮನುನ್ ನಾಂವ್ ಹೊತ್ತ್ಯಾ ಮಡ್ಡಿ ವೈನಾ ಜೆರುಜಲೆಮಾಕ್ ಫಾಟಿ ಯೆಲ್ಯಾನಿ ಜೆರುಜಲೆಮಾತ್ನಾ ಒಲಿವೆತ್ ಲೈ ಧುರ್ ನಾ, ಲೈ ಲೈ ಮಟ್ಲ್ಯಾರ್ ಅರ್‍ದೊ ಮೈಲ್ ಧುರ್ ಅಸಿಲ್.