Acts 1:13 — Compare Translations
7 translations compared side by side
Odia - 1840
"ପ୍ ରରେିତମାନେ ସଠାେରେ ପହଞ୍ଚି ଉପରମହଲାର ଏକ କଠାେରୀ ଭିତରକୁ ଗଲେ, ସଠାେରେ ସମାନେେ ରହିଲେ। ଏ ପ୍ ରରେିତମାନେ ପିତର, ଯୋହନ ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମା, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମାନେ ଓ ଯାକୁବର ପୁତ୍ର ୟିହୂଦା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରୀୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀʼ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରିରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସହରକୁ ଯାଇ ସେମାନେ ରହୁଥିବା କୋଠରୀରେ ପ୍ରବେଶ କଲେ। ସେହି ପ୍ରେରିତ ଶିଷ୍ୟମାନେ ହେଉଛନ୍ତି ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମି, ମାଥିଉ ଓ ଆଲଫିଙ୍କ ପୁତ୍ର ଯାକୁବ, ଦେଶପ୍ରେମୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୁଦା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾತ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ ತೆನಿ ರ್ಹಾಯ್ತ್ ತ್ಯಾ ಮಾಳ್ಗಿಚ್ಯಾ ಖೊಲಿತ್ ತೆನಿ ಗೆಲ್ಯಾನಿ: ಪೆದ್ರು ಅನಿ ಜುವಾಂವ್ ಜಾಕೊಬ್ ಅನಿ ಆಂದ್ರೆ, ಫಿಲಿಪ್ ಅನಿ ಥೊಮಸ್, ಬಾರ್ತೊಲೊಮೆವ್ ಅನಿ ಮಾತೆವ್, ಅಲ್ಫೆವಾಚೊ ಲೆಕ್ ಜಾಕೊಬ್ ಅನಿ ಹೊರಾಟ್ ಕರ್ತಲೊ ಸಿಮಾವ್ ಅನಿ ಜಾಕೊಬಾಚೊ ಲೆಕ್ ಜುದ್ ಯೆವ್ಡೆ ಜನಾ ಖೊಲಿತ್ ಹೊತ್ತೆ.