Acts 1:14 — Compare Translations
7 translations compared side by side
Odia - 1840
"ପ୍ ରରେିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ଯ ରେ ଏକମନ ହାଇେ ନିରନ୍ତର ପ୍ରାର୍ଥନା କରୁଥିଲେ। ସମାନଙ୍କେ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକଚିତ୍ତରେ ପ୍ରାର୍ଥନାରେ ନିବିଷ୍ଟ ହୋଇ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଅଧିକାଂଶ ସମୟରେ ଗୋଟିଏ ଦଳ ରୂପେ ପ୍ରାର୍ଥନା କରିବା ପାଇଁ ଏକତ୍ରିତ ହେଉଥିଲେ ଓ ସେମାନଙ୍କ ସହିତ ଯୀଶୁଙ୍କ ମାତା ମରିୟମ ଓ ଅନ୍ୟାନ୍ୟ ସ୍ତ୍ରୀ ଲୋକମାନେ ଏବଂ ଯୀଶୁଙ୍କ ଭାଇମାନେ ମଧ୍ୟ ଯୋଗ ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುಚೆ ಬಾಯ್ ಮರಿ ಮಿಳುನ್ ಅನಿ ಉಲ್ಲಿ ಬಾಯ್ಕಾಮಾನಸ್ಸಾ ಅನಿ ಜೆಜುಚಿ ಭಾವಾಬಿ ತೆಂಚ್ಯಾ ವಾಂಗ್ಡಾ ಹೊತ್ತಿ. ಅಶೆ ತೆನಿ ಎಕ್ ಮನಾನ್ ಗೊಳಾ ಹೊವ್ನ್ ಮಾಗ್ನಿ ಕರಿತ್ ಹೊತ್ತೆ.
Recommended Reading