Acts 1:15 — Compare Translations

7 translations compared side by side

Odia - 1840
"ସହେି ସମୟରେ ସଠାେରେ ପ୍ରାୟ ଶ ହକେୋଡ଼ିଏ ଜଣ ବିଶ୍ବାସୀ ଏକତ୍ର ହାଇେଥିଲେ। ପିତର ସମାନଙ୍କେ ମଧିଅରେ ଠିଆ ହାଇେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ (ସେତେବେଳେ ପ୍ରାୟ ଶହେ କୋଡ଼ିଏ ଜଣ ଏକତ୍ର ଥିଲେ),
Odia BSI (ପବିତ୍ର ବାଇବଲ (CL) NT (BSI))
କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ:
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾಚ್ ದಿಸಾತ್ನಿ ಸುಮಾರ್ ಎಕ್ಸೆವಿಸ್ ಜನಾ ವಿಶ್ವಾಸಾತ್ ಹೊತ್ತಿ ಲೊಕಾ ಜಮಲ್ಲ್ಯಾ ಎಳಾರ್ ಪೆದ್ರು ತೆಂಚ್ಯಾ ಮದ್ದಿ ಇಬೆ ರ್‍ಹಾವ್ನ್ ಅಶೆ ಮನುಕ್ ಲಾಗ್ಲೊ,