Acts 1:16 — Compare Translations
7 translations compared side by side
Odia - 1840
"ଭାଇମାନେ ଧର୍ମଶାସ୍ତ୍ର ରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ବାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ୟିହୂଦାଙ୍କ ବିଷୟ ରେ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Odia BSI (ପବିତ୍ର ବାଇବଲ (CL) NT (BSI))
“ଭାଇମାନେ, ଯେଉଁ ଯିହୁଦା ଯୀଶୁଙ୍କୁ ଧରିବା ପାଇଁ ଶତ୍ରୁମାନଙ୍କୁ ବାଟ କଢ଼ାଇ ନେଇଥିଲା, ତା’ ସମ୍ବନ୍ଧରେ ଦାଉଦ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଭବିଷ୍ୟତ୍ ବାଣୀ ଶୁଣାଇ ଥିଲେ। ଧର୍ମଶାସ୍ତ୍ରରେ ଉଲ୍ଲିଖିତ ସେହି କଥା ସଫଳ ହେବା ନିଶ୍ଚିତ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
“ଭାଇମାନେ, ଧର୍ମଶାସ୍ତ୍ରରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ୱାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ଯିହୂଦାଙ୍କ ବିଷୟରେ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Odia IRV 2017 (ଓଡିଆ ବାଇବେଲ)
ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು ದಾವಿದಾಚ್ಯಾ ತೊಂಡಾತ್ನಾ ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲೆ ಜೆಜುಕ್ ಘಾತ್ ಕರುನ್ ಧರುನ್ ದಿತಲ್ಯಾ ಜುದಾಸಾಚ್ಯಾ ವಿಶಯಾತ್ ಲಿವಲ್ಲೆ ಖರೆ ಹಾಯ್.