Acts 1:17 — Compare Translations

7 translations compared side by side

Odia - 1840
"ୟିହୂଦା ଆମ୍ଭ ଦଳ ରେ ଥିଲା ଓ ଆମ୍ଭ ସହିତ ଏକତ୍ର ସବୋ କାର୍ୟ୍ଯ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ୟିହୂଦା ସମାନଙ୍କେର ନେତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ଯିହୁଦା ଆମ ଦଳରେ ଥିଲା ଓ ଆମ୍ଭମାନଙ୍କର ଜଣେ ସହକର୍ମୀ ହେବା ପାଇଁ ମନୋନୀତ ହୋଇଥିଲା।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ଆମ୍ଭ ଦଳରେ ଥିଲା ଓ ଆମ୍ଭ ସହିତ ଏକତ୍ର ସେବା କାର୍ଯ୍ୟ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ଯିହୂଦା ସେମାନଙ୍କର ନେତା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅಮ್ಚ್ಯಾಚ್ ತಾಂಡ್ಯಾತ್ಲೊ ಅನಿ ಅಮ್ಚ್ಯಾ ಸೆವೆಚ್ಯಾ ಕಾಮಾತ್ ತೊ ಬಿ ಎಚುನ್ ಕಾಡಲ್ಲೊ ಹೊತ್ತೊ.