Acts 1:18 — Compare Translations
7 translations compared side by side
Odia - 1840
"ୟିହୂଦାକୁ ଏହି ଘୃଣ୍ଯ କାମ କରିବା ପାଇଁ ଟଙ୍କା ଦିଆଯାଇଥିଲା। ସେଥି ରେ ସେ ଗୋଟିଏ ଜମି କିମି ଦଲୋ। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହାଇେ ପଡ଼ିଲା। ପରେ ତା'ର ପଟେ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକ ଅଧର୍ମର ମୂଲ୍ୟ ଦ୍ଵାରା ଖଣ୍ତିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ତ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;
Odia BSI (ପବିତ୍ର ବାଇବଲ (CL) NT (BSI))
(ତାହାର ଅପକର୍ମ ଦ୍ୱାରା ଯିହୁଦା ପାଇଥିବା ଟଙ୍କାରେ ଗୋଟିଏ ଜମି କିଣା ହୋଇଥିଲା ଓ ସେହି ଜମିରେ ପଡ଼ି ତା’ର ମୃତ୍ୟୁ ହେଲା। ତା’ର ପେଟ ଫାଟି ଯାଇ ଅନ୍ତ ବୁଜୁଳି ବାହାରି ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦାକୁ ଏହି ଘୃଣ୍ୟ କାମ କରିବା ପାଇଁ ଟଙ୍କା ଦିଆ ଯାଇଥିଲା। ସେଥିରେ ସେ ଗୋଟିଏ ଜମି କିମି ଦେଲା। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହୋଇ ପଡ଼ିଲା। ପରେ ତା’ର ପେଟ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;
Odia IRV 2017 (ଓଡିଆ ବାଇବେଲ)
ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಮಾನ್ಸಾನ್ ಅಪ್ನಾಚ್ಯಾ ಖೊಟ್ಯಾ ಕಾಮಾನ್ ಕಮ್ವಲ್ಲ್ಯಾ ಪೈಸ್ಯಾನ್ ಎಕ್ ಸೆತ್ ಇಕಾತ್ ಘೆಟ್ಲ್ಯಾನ್, ತ್ಯಾತುರ್ ತೊಂಡಾನಿ ಪಡುನ್ ತೆಚೆ ಪೊಟ್ ಫುಟ್ಲೆ ಅನಿ ತೆಚಿ ಸಗ್ಳಿ ಅಂತ್ಡಾ ಭಾಯ್ರ್ ಪಡ್ಲಿ.