Acts 1:20 — Compare Translations

7 translations compared side by side

Odia - 1840
"ପିତର ପୁଣି କହିଲେ, ଗୀତସଂହିତା ରେ ୟିହୂଦା ସଂପର୍କ ରେ ଲଖାେ ଯାଇଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗୀତସଂହିତାରେ ଲେଖାଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷପଦ ଅନ୍ୟ ଜଣେ ପ୍ରାପ୍ତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏ ବିଷୟରେ ଗୀତ ସଂହିତାରେ ଲେଖା ଯାଇଛି: ‘ତାହାର ଗୃହ ଜନଶୂନ୍ୟ ହେଉ, ସେଥିରେ କେହି ବାସ ନ କରୁ”, ଆହୁରି ମଧ୍ୟ ଲେଖାଯାଇଛି; ‘ଅନ୍ୟ ଜଣେ ତାହାର କାର୍ଯ୍ୟରେ ନିଯୁକ୍ତ ହେଉ’।
Odia Bible ERV 2004 (ପବିତ୍ର ବାଇବଲ)
ପିତର ପୁଣି କହିଲେ, “ଗୀତସଂହିତାରେ ଯିହୂଦା ସମ୍ପର୍କରେ ଲେଖା ଯାଇଅଛି: ‘ତା’ର ବାସଗୃହ ଜନ ଶୂନ୍ୟ ହେଉ, ସେଠାରେ କୌଣସି ବ୍ୟକ୍ତି ବାସ ନ କରନ୍ତୁ।’ ଏବଂ ଆହୁରି ମଧ୍ୟ ଲେଖାଅଛି: ‘ତାହାଙ୍କୁ ଅର୍ପଣ କରାଯାଇଥିବା କାର୍ଯ୍ୟ ଅନ୍ୟ କେହି ବ୍ୟକ୍ତି କରନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’
Odia IRV 2017 (ଓଡିଆ ବାଇବେଲ)
ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಿರ್ತನಾಂಚ್ಯಾ ಪುಸ್ತಕಾತ್ ಅಶೆ ಲಿವಲ್ಲೆ ಹಾಯ್: ತೆಚೆ ಘರ್ ಹಾಳ್ ಪಡುಂದಿತ್, ಕೊನ್‍ಬಿ ತ್ಯಾತುರ್ ವಸ್ತಿ ಕರುನಸುಂದಿತ್. ಅನಿ ಹೆ ಸೊಡುನ್ ಅಶೆ ಬಿ ಲಿವಲ್ಲೆ ಹಾಯ್: ತೆಚೊ ಹುದ್ದೊ ಅನಿ ಎಕ್ಲೊ ಘೆಂವ್ದಿತ್.