Acts 1:22 — Compare Translations
5 translations compared side by side
Odia - 1840
"ଅନ୍ୟଭାଷା ରେ କହିବାକୁ ଗଲେ, ଯୋହନଙ୍କ ଦ୍ବାରା ବାପ୍ତିଜିତ ହବୋ ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ଯରୁ ଉର୍ଦ୍ଧ୍ବକୁ ନିଆ ହାଇଯେିବା ପର୍ୟ୍ଯନ୍ତ ଏହି ଲୋକ ଜଣଙ୍କ ଆମ୍ଭ ସଙ୍ଗ ରେ ରହିଥିବା ଉଚ଼ିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେ ସମୟ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ಬಾಲ್ತಿಮ್ ದಿಲ್ಲ್ಯಾ ಎಳಾಕ್ನಾ ಶುರು ಕರುನ್ ಜೆಜುಕ್ ಉಕ್ಲುನ್ ಘೆವ್ನ್ ಹೊಲ್ಲೆ ತ್ಯಾ ಎಳಾ ಪತರ್ ಹೆಂಚ್ಯಾತ್ಲೊ ಎಕ್ಲೊ ಅಮ್ಚ್ಯಾ ವಾಂಗ್ಡಾ ತೆಚ್ಯಾ ಅನಿ ಪರ್ತುನ್ ಝಿತ್ತೊ ಹೊವ್ನ್ ಉಟಲ್ಯಾಚಿ ಸಾಕ್ಷಿ ಹೊವ್ಕ್ ಪಾಜೆ.