Acts 1:23 — Compare Translations

7 translations compared side by side

Odia - 1840
"ଏଥିପାଇଁ ପ୍ ରରେିତମାନେ ଦୁଇଜଣ ଲୋକଙ୍କ ନାମ ପ୍ରସ୍ତାବ କଲେ। ସମାନଙ୍କେ ମଧ୍ଯରୁ ଜଣେ ହେଉଛନ୍ତି ଯୋଷଫେ, ଯାହାଙ୍କୁ ବର୍ଶବ୍ବା ବୋଲି କୁହାଯାଉଥିଲା, ଏହାଙ୍କୁ ୟୁସ୍ତ ମଧ୍ଯ କୁହାଯାଉଥିଲାଏବଂ ଅନ୍ୟ ଜଣେ ମଥିୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାଙ୍କୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥୀୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଦୁଇଜଣଙ୍କ ନାମ ପ୍ରସ୍ତାବ କଲେ - ଯୋସେଫ (ଯେ ବର୍ଶବା ଓ ଯୁସ୍ତସ ବୋଲି ମଧ୍ୟ ପରିଚିତ) ଓ ମଥିୟସ୍;
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ପ୍ରେରିତମାନେ ଦୁଇଜଣ ଲୋକଙ୍କ ନାମ ପ୍ରସ୍ତାବ କଲେ। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଯୋଷେଫ, ଯାହାଙ୍କୁ ବର୍ଶ‌ବ୍‌ବା ବୋଲି କୁହାଯାଉଥିଲା, ଏହାଙ୍କୁ ଯୂସ୍ତ ମଧ୍ୟ କୁହାଯାଉଥିଲା ଏବଂ ଅନ୍ୟ ଜଣେ ମଥିୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೊಗ್ಯಾಂಚಿ ನಾವಾ ಎಚುನ್ ಕಾಡ್ಲ್ಯಾನಿ: ಬಾರ್ಸಾಬ್ಬಾಸ್ ಮನ್ತಲೊ ಜುಜೆ ತೆಕಾ ಜುಸ್ತ್ ಮನುನ್ಬಿ ಬಲ್ವಿತ್ ಅನಿ ಮಾಥ್ಥಿಯಾಸ್.