Acts 1:24 — Compare Translations

7 translations compared side by side

Odia - 1840
"ପୁଣି ପ୍ ରରେିତମାନେ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ, ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସବୋ କାର୍ୟ୍ଯ ଓ ପ୍ ରରେିତ ପଦ ଛାଡ଼ିଦଇେ ୟିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ସ୍ଵସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତପଦରୁ ପତିତ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ପ୍ରାର୍ଥନା କଲେ, “ପ୍ରଭୁ, ତୁମେ ପ୍ରତ୍ୟେକର ଚିନ୍ତା ଜାଣ। ଯିହୁଦା ଯେଉଁ ସ୍ଥାନରେ ରହିବା ଉପଯୁକ୍ତ, ସେଠାକୁ ଚାଲିଯିବା ପରେ, ତାହା ସ୍ଥାନରେ ତୁମ ଦ୍ୱାରା ମନୋନୀତ ଏହି ଦୁଇଜଣଙ୍କ ମଧ୍ୟରୁ କିଏ
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପ୍ରେରିତମାନେ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ, “ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସେବା କାର୍ଯ୍ୟ ଓ ପ୍ରେରିତ ପଦ ଛାଡ଼ିଦେଇ ଯିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
"ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಅಶೆ ಮಾಗ್ನೆ ಕರ್‍ಲ್ಯಾನಿ: “ಧನಿಯಾ ಸಗ್ಳ್ಯಾಂಚಿ ಭುತ್ತುರ್‍ಲಿ ಮಾನಾ ತುಕಾ ಗೊತ್ತ್ ಹಾತ್. ದೊಗ್ಯಾಂಚ್ಯಾ ಭುತ್ತುರ್‍ಲ್ಯಾ ಕೊನಾಕ್ ತಿಯಾ ಎಚುನ್ ಕಾಡ್ಲೆ ದಾಕ್ವು,