Acts 1:25 — Compare Translations

7 translations compared side by side

Odia - 1840
"ସହେି ପଦ ରେ ପ୍ ରରେିତ ହବୋ ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ଯରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦଖାଇଦେିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟ କାର୍ଯ୍ୟ କରିବ, ତାହା ଆମ୍ଭମାନଙ୍କୁ ଜଣାଅ।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”
Odia IRV 2017 (ଓଡିଆ ବାଇବେଲ)
ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಹೊವ್ನ್ ತೆನಿ ಸೆವಕಾಚೊ ಅನಿ ಅಪೊಸ್ತಲಾಚೊ ಜಾಗೊ ಘೆಂವ್ದಿತ್, ಜುದಾಸ್ ಹೊ ಜಾಗೊ ಸೊಡುನ್ ಗೆಲಾ.”