Acts 1:26 — Compare Translations
7 translations compared side by side
Odia - 1840
"ତା'ପରେ ପ୍ ରରେିତମାନେ ଏହି ଦୁହିଁଙ୍କ ନାମ ରେ ଗୁଳା ପକାଇଲେ। କାଗଜ ରେ ଲଖାେଥିବା ଗୁଳା ମଥିୟଙ୍କ ନାମ ରେ ଉଠିଲା। ଏହିପରି ସେ ଅନ୍ୟ ଏଗାର ଜଣ ପ୍ ରରେିତଙ୍କ ସହିତ ଜଣେ ପ୍ ରରେିତ ହିସାବ ରେ ଗଣିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି ମଥୀୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏକାଦଶ ପ୍ରେରିତଙ୍କ ସହିତ ଗଣିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଦୁଇଜଣଙ୍କ ମଧ୍ୟରୁ ଜଣକୁ ବାଛିବା ନିମନ୍ତେ ଗୁଳିବାଣ୍ଟ ହେଲା। ଗୁଳିବାଣ୍ଟରେ ମଥିୟସ୍ ମନୋନୀତ ହୋଇ ଏଗାର ଜଣ ପ୍ରେରିତ ଶିଷ୍ୟଙ୍କ ଦଳରେ ଅନ୍ତର୍ଭୁକ୍ତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପ୍ରେରିତମାନେ ଏହି ଦୁହିଁଙ୍କ ନାମରେ ଗୁଳା ପକାଇଲେ। କାଗଜରେ ଲେଖାଥିବା ଗୁଳା ମଥିୟଙ୍କ ନାମରେ ଉଠିଲା। ଏହିପରି ସେ ଅନ୍ୟ ଏଗାର ଜଣ ପ୍ରେରିତଙ୍କ ସହିତ ଜଣେ ପ୍ରେରିତ ହିସାବରେ ଗଣିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆಂಚ್ಯಾ ದೊಗ್ಯಾಂಚ್ಯಾ ಮದ್ದಿ ಚಿಟಿಯಾ ಘಾಟ್ಲ್ಯಾನಿ ಅನಿ ಮಾಥ್ಥಿಯಾಸಾಚೆ ನಾವ್ ವೈರ್ ಪಡ್ಲೆ ಅಶೆ ತೆಕಾ ಅಕ್ರಾ ಅಪೊಸ್ತಲಾಂಚ್ಯಾ ತಾಂಡ್ಯಾತ್ ಭುತ್ತುರ್ ಘೆವ್ನ್ ಹೊಲೆ.