Acts 1:3 — Compare Translations

7 translations compared side by side

Odia - 1840
"ଏହି ଘଟଣାଟି ଯୀଶୁଙ୍କର ମୃତ୍ଯୁ ପରେ ଘଟିଥିଲା। କିନ୍ତୁ ଅନକେ ଶକ୍ତିୟୁକ୍ତ କାର୍ୟ୍ଯ ଦ୍ବାରା ସେ ପ୍ରମାଣିତ କରି ଦେଖଇେ ଦେଲେ ଯେ, ସେ ଜୀବିତ ଥିଲେ। ମୃତ୍ଯୁ ପରେ ପୁନର୍ଜୀବିତ ହାଇେ ଉଠିଥିବାର ଚାଳିଶ ଦିନ ପର୍ୟନ୍ତ ପ୍ ରରେିତମାନେ ଯୀଶୁଙ୍କୁ ଅନକେ ଥର ଦେଖିଲେ। ଯୀଶୁ ପରମେଶ୍ବରଙ୍କର ରାଜ୍ଯ ବିଷୟ ରେ ପ୍ ରରେିତମାନଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ଵାରା ସେମାନଙ୍କ ନିକଟରେ ନିଜକୁ ସଜୀବ ଦେଖାଇଲେ, ପୁଣି ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ଵାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ଵରଙ୍କ ରାଜ୍ୟ ସମ୍ଵନ୍ଧୀୟ ବିଷୟଗୁଡ଼ିକ କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସେ ଜୀବିତ ଥିଲେ, ଏହା ପ୍ରମାଣ କରିବା ପାଇଁ ଓ ଶିଷ୍ୟମାନଙ୍କ ସନ୍ଦେହ ଦୂର କରିବା ପାଇଁ ସେ ତାଙ୍କର ମୃତ୍ୟୁ ପରେ ଚାଳିଶ ଦିନ ପର୍ଯ୍ୟନ୍ତ ଅନେକ ଥର ସେମାନଙ୍କୁ ଦର୍ଶନ ଦେଇଥିଲେ। ସେମାନେ ଯୀଶୁଙ୍କୁ ଦେଖିଥିଲେ ଓ ଯୀଶୁ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ବିଷୟରେ ବୁଝାଇ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଘଟଣାଟି ଯୀଶୁଙ୍କର ମୃତ୍ୟୁ ପରେ ଘଟିଥିଲା। କିନ୍ତୁ ଅନେକ ଶକ୍ତିଯୁକ୍ତ କାର୍ଯ୍ୟ ଦ୍ୱାରା ସେ ପ୍ରମାଣିତ କରି ଦେଖେଇ ଦେଲେ ଯେ, ସେ ଜୀବିତ ଥିଲେ। ମୃତ୍ୟୁ ପରେ ପୁନର୍ଜୀବିତ ହୋଇ ଉଠିଥିବାର ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରେରିତମାନେ ଯୀଶୁଙ୍କୁ ଅନେକ ଥର ଦେଖିଲେ। ଯୀଶୁ ପରମେଶ୍ୱରଙ୍କର ରାଜ୍ୟ ବିଷୟରେ ପ୍ରେରିତମାନଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಮರ್‍ನಾಚ್ಯಾ ಮಾನಾಚ್ಯಾ ಎಳಾರ್ ಅಪ್ನಿ ಅನಿ ಪರ್ತುನ್ ಝಿತ್ತೊ ಹೊಲಾ ಮನುನ್ ಸುಮಾರ್ ಖಾತ್ರಿಯಾಂಚ್ಯಾ ವೈನಾ ತೆನಿ ದಾಕ್ವುನ್ ದಿಲ್ಯಾನ್, ಅನಿ ತೊ ಚಾಳಿಸ್ ದಿಸ್ ಪತರ್ ತೆಂಚ್ಯಾ ನದ್ರೆಕ್ ಪಡ್ಲೊ, ಅನಿ ದೆವಾಚ್ಯಾ ರಾಜಾಚ್ಯಾ ವಿಶಯಾತ್ ಬೊಲುನ್ಗೆತ್ ತೆಂಚ್ಯಾಕ್ಡೆ ರ್‍ಹಾಲೊ.