Acts 1:5 — Compare Translations
7 translations compared side by side
Odia - 1840
"ଯୋହନ ଲୋକମାନଙ୍କୁ ଜଳ ରେ ବାପ୍ତିସ୍ମ ଦଇେଥିଲେ, କିନ୍ତୁ ଅଳ୍ପ ଦିନ ଭିତ ରେ ତୁମ୍ଭମାନେେ ପବିତ୍ରଆତ୍ମାଙ୍କ ଦ୍ବାରା ବାପ୍ତିଜିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଜଳରେ ଦୀକ୍ଷିତ କରାଇଲେ, କିନ୍ତୁ ଅଳ୍ପ ଦିନ ମଧ୍ୟରେ ତୁମ୍ଭେମାନେ ପବିତ୍ରଆତ୍ମାରେ ଦୀକ୍ଷିତ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେଇଥିଲେ, କିନ୍ତୁ ଅଳ୍ପ ଦିନ ଭିତରେ ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಜುವಾಂವಾನ್ ಪಾನಿಯಾನ್ ಬಾಲ್ತಿಮ್ ದಿಲ್ಯಾನ್, ಖರೆ ಅನಿ ಎಕ್ ಉಲ್ಲ್ಯಾ ದಿಸಾನಿ ತುಮ್ಕಾ ಪವಿತ್ರ್ ಆತ್ಮ್ಯಾನಿ ಬಾಲ್ತಿಮ್ ದಿವ್ನ್ ಹೊತಾ.