Acts 1:6 — Compare Translations
7 translations compared side by side
Odia - 1840
"ପ୍ ରରେିତମାନେ ଏକାଠି ହାଇେ ଯୀଶୁଙ୍କୁ ପଚ଼ାରିଲେ, ପ୍ରଭୁ, ଆପଣ ଇଶ୍ରାୟେଲମାନଙ୍କୁ ସମାନଙ୍କେର ରାଜ୍ଯ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ, ହେ ପ୍ରଭୁ, ଆପଣ କଅଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁ ଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ପ୍ରେରିତ ଶିଷ୍ୟମାନେ ଏକତ୍ର ଥିବାବେଳେ ଯୀଶୁଙ୍କୁ ପଚାରିଲେ, “ପ୍ରଭୁ, ଆପଣ କ’ଣ ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କୁ ସେମାନଙ୍କ ରାଜ୍ୟ ଫେରାଇ ଦେବେ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସ୍ୱର୍ଗକୁ ନିଆଗଲେ ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಅಪೊಸ್ತಲಾ ಜೆಜುಚ್ಯಾ ಭೊತ್ಯಾನ್ ಎಕಾಕ್ಡೆ ಗೊಳಾ ಹೊಲಿ, ಅನಿ ತೆಕಾ, “ಧನಿಯಾ ತಿಯಾ ಇಸ್ರಾಯೆಲಾಚೆ ರಾಜ್ ಅನಿ ಎಗ್ದಾ ಭಾಂದ್ತಲೆ ಹ್ಯಾಚ್ ಎಳಾರ್ ಕಾಯ್?” ಮನುನ್ ಇಚಾರ್ಲ್ಯಾನಿ.