Acts 1:7 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, କବଳେ ପରମେଶ୍ବରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟ ରେ ନିଷ୍ପତ୍ତି ଗ୍ରହଣ କରିପାରିବେ। ତୁମ୍ଭମାନେେ ସେ ବିଷୟ ରେ ଜାଣି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ କହିଲେ, ଯେସମସ୍ତ କାଳ କି ସମୟ ପିତା ସ୍ଵକର୍ତ୍ତୃତ୍ଵର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କର ଜାଣିବା ବିଷୟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ସମୟ ଓ ମୁହୂର୍ତ୍ତକୁ ମୋ’ ପିତା ତାଙ୍କ କର୍ତ୍ତୃତ୍ୱାଧୀନ କରି ରଖିଛନ୍ତି। ଏସବୁ କେବେ ଘଟିବ, ତୁମ୍ଭମାନଙ୍କ ଜାଣିବା ଆବଶ୍ୟକ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ತೆಂಕಾ ಜಬಾಬ್ ದಿವ್ನ್ ಮಟ್ಲ್ಯಾನ್ ಬಾಬಾನ್ ಅಪ್ಲ್ಯಾ ಸ್ವತಾಚ್ಯಾ ಅದಿಕಾರಾನ್ ನಿರ್ಧಾರ್ ಕರಲ್ಲೊ ಎಳ್ ಅನಿ ದಿಸ್ ಸಮ್ಜುನ್ ಘೆತಲೆ ಕಾಮ್ ತುಮ್ಚೆ ನ್ಹಯ್,