Acts 1:8 — Compare Translations
7 translations compared side by side
Odia - 1840
"କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତିପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୁଦା ପ୍ରଦେଶ ଓ ଶମିରୋଣ,, ପୁଣି ପୃଥିବୀର ପ୍ରା; ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ୍ଭମାନଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ, ତୁମ୍ଭେମାନେ ଶକ୍ତିରେ ପୂର୍ଣ୍ଣ ହେବ ଏବଂ ଯିରୂଶାଲମ, ଯିହୁଦା ଓ ଶମିରୋଣ ଓ ପୃଥିବୀର ଶେଷସୀମା ପର୍ଯ୍ୟନ୍ତ ମୋ’ ପାଇଁ ତୁମ୍ଭେମାନେ ସାକ୍ଷୀ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା’ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ಆತ್ಮೊ ತುಮ್ಚ್ಯಾ ವರ್ತಿ ಯೆತಾ ತನ್ನಾ ತುಮ್ಕಾ ಬಳ್ ಗಾವ್ತಾ. ಮಾನಾ ಜೆರುಜಲೆಮಾಕ್,ಸಗ್ಳ್ಯಾ ಜುದೆಯ್ ಪ್ರಾಂತ್ಯಾತ್ ಅನಿ ಸಮರ್ಯಾತ್ ಅನಿ ಜಗಾಚ್ಯಾ ಆಕ್ರಿ ಪತರ್ಬಿ ತುಮಿ ಮಾಕಾ ಸಾಕ್ಷಿ ಹೊವ್ನ್ ರ್ಹಾತ್ಯಾಶಿ.