Acts 1:9 — Compare Translations

7 translations compared side by side

Odia - 1840
"ଯୀଶୁ ପ୍ ରରେିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉେଠଇ ନିଆଗଲା। ପ୍ ରରେିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଚାଲିଗଲେ, ଓ ସମାନେେ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହିସମସ୍ତ କଥା କହିବା ଉତ୍ତାରେ ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ଵକୁ ନୀତ ହେଲେ, ଆଉ ଖଣ୍ତେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହିବା ପରେ ଯୀଶୁଙ୍କୁ ସ୍ୱର୍ଗକୁ ନୀତ ହେବା ସେମାନେ ଦେଖିଲେ ଏବଂ ଖଣ୍ଡେ ମେଘର ଅନ୍ତରାଳରେ ସେ ସେମାନଙ୍କୁ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
Odia IRV 2017 (ଓଡିଆ ବାଇବେଲ)
ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಹೆ ಸಗ್ಳೆ ಸಾಂಗುನ್ ಹೊಲ್ಲ್ಯಾ ತನ್ನಾ ತೆನಿ ಬಗುನ್ಗೆತ್ ರ್‍ಹಾತಾನಾಚ್ ತೆಕಾ ವೈರ್ ಉಕ್ಲುನ್ ನ್ಹೆವ್ನ್ ಹೊಲೆ ಅನಿ ತೆಂಚ್ಯಾ ಡೊಳ್ಯಾಂಚ್ಯಾ ಇದ್ರಾಕ್ನಾ ತೆಕಾ ಮೊಡಾನ್ ನಿಪ್ವುಲ್ಯಾನ್.