Acts 10:1 — Compare Translations
7 translations compared side by side
Odia - 1840
"କାଇସରୀଆ ନଗର ରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ଯବାହିନୀର ଏକ ବିଭାଗ ରେ ପଦାଧିକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଇସରିଆ ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସିସେରିୟା ନିବାସୀ କର୍ଣ୍ଣୀଲିୟ “ଇଟାଲୀୟ ବାହିନୀ” ନାମକ ରୋମୀୟ ସୈନ୍ୟବାହିନୀର ସେନାପତି ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଓ କର୍ଣ୍ଣୀଲିୟ କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;
Odia IRV 2017 (ଓଡିଆ ବାଇବେଲ)
କାଇସରିୟା ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೆಜಾರೆಯ ಮನ್ತಲ್ಯಾ ಶಾರಾತ್ ಕೊರ್ನೆಲ್ ಮನ್ತಲೊ ಎಕ್ಲೊ ಹೊತ್ತೊ, ತೊ ಇಟಲಿ ಸೈನ್ಯಾಚೊ ಎಕ್ ಶತಾದಿಪತಿ ಹೊವ್ನ್ ಹೊತ್ತೊ.