Acts 10:12 — Compare Translations

7 translations compared side by side

Odia - 1840
"ତା'ଭିତ ରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପୃଥିବୀର ସର୍ବପ୍ରକାର ଚତୁଷ୍ପଦ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିରେ ନାନା ପ୍ରକାର ପଶୁ, ସରୀସୃପ ଓ ବନ୍ୟ ପକ୍ଷୀ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ଭିତରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡ଼ିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾತುರ್ ಸಗ್ಳ್ಯಾ ನಮನ್ಯಾಚಿ ಜನಾವರಾ ಹೊತ್ತಿ ಮಟ್ಲ್ಯಾರ್, ಚಾರ್ ಪಾಯಾಂಚಿ ಜನಾವರಾ, ಪೊಟಾನ್ ಜಾತಲೆ ಕಿಡೆ, ಅನಿ ಫಾಂಕ್ರಾ ಹೊತ್ತಿ.