Acts 10:16 — Compare Translations
7 translations compared side by side
Odia - 1840
"ଏହିପରି ତିନିଥର ହବୋପରେ ସେ ଜିନିଷଟି ହଠାତ୍ ସ୍ବର୍ଗକୁ ଉଠି ଚ଼ାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାର ତିନି ଥର ହେଲା, ଆଉ ତତ୍କ୍ଷଣାତ୍ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତିନିଥର ଏପରି ହେବା ପରେ, ଚାଦରଟି ଆକାଶକୁ ଉଠାଇ ନିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆಚ್ ತಿನ್ ದಾ ಹೊಲೆ ಮಾನಾ ತೆ ಸಗ್ಳ್ಯೆ ತಾಬೊಡ್ತೊಬ್ ಮಳ್ಬಾಕುಚ್ ಪರ್ತುನ್ ಗೆಲೆ.