Acts 10:17 — Compare Translations

7 translations compared side by side

Odia - 1840
"ପିତର ଯେଉଁ ଦୃଶ୍ଯ ଦେଖିଥିଲେ, ତା'ର ଅର୍ଥ ବିଷୟ ରେ ଚ଼ିନ୍ତା କରି ହତବୁଦ୍ଧି ହାଇେ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମାନଙ୍କେର ଘର ଖାଜେୁଥିଲେ, ସମାନେେ ଆସି ଫାଟକ ନିକଟରେ ଠିଆ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ହତବୁଦ୍ଧି ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ଵାର ନିକଟରେ ଠିଆ ହୋଇ,
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ତାଙ୍କ ଦର୍ଶନର କଥା ଭାବି ଆଶ୍ଚର୍ଯ୍ୟ ହେଲେ। ଏହି ସମୟରେ, କର୍ଣ୍ଣୀଲିୟ ଯେଉଁମାନଙ୍କୁ ପଠାଇଥିଲେ, ସେମାନେ ଶିମୋନଙ୍କ ଘରର ସନ୍ଧାନ ପାଇ ଫାଟକ ପାଖରେ ଠିଆ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା’ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
Odia IRV 2017 (ଓଡିଆ ବାଇବେଲ)
ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କ'ଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುಕ್ ಅಪ್ನಿ ಬಗಲ್ಲ್ಯಾ ದರ್ಶನಾಚೊ ಅರ್ಥ್ ಕಾಯ್ ಹೊವ್ಕ್ ಫಿರೆ ಮನುನ್ ಅಜಾಪ್ ಹೊಲೆ, ತನ್ನಾಚ್ ಕೊರ್ನೆಲಾನ್ ದಾಡಲ್ಲ್ಯಾ ಲೊಕಾನಿ ಸಿಮಾವಾಚೆ ಘರ್ ವಳ್ಕುನ್ ಕಾಡುನ್ ತೆನಿ ದಡ್ಪ್ಯಾಚ್ಯಾ ಜಗ್ಗೊಳ್ ಇಬೆ ರಾವ್ನ್,