Acts 10:19 — Compare Translations

7 translations compared side by side

Odia - 1840
"ସପେର୍ୟ୍ଯନ୍ତ ପିତର ସହେି ଦର୍ଶନ ବିଷୟ ରେ ଚି଼ନ୍ତା କରୁଥିଲେ। ସହେି ସମୟରେ ପବିତ୍ର ଆତ୍ମା ତାହାଙ୍କୁ କହିଲେ, ଶୁଣ, ତିନିଜଣ ଲୋକ ତୁମ୍ଭକୁ ଖାଜେୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ସେ ପର୍ଯ୍ୟନ୍ତ ଦର୍ଶନର ଅର୍ଥ ବୁଝିବା ପାଇଁ ଚେଷ୍ଟା କରୁଥିଲେ, ଏହି ସମୟରେ ପବିତ୍ରଆତ୍ମା କହିଲେ, “ଦେଖ, ଏଠାରେ ତିନିଜଣ ଲୋକ ତୁମକୁ ଖୋଜୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ತ್ಯಾ ದರ್ಶನಾಚ್ಯಾ ವಿಶಯಾತ್ ಅಜುನ್ ಬಿ ಯವ್ಜುನ್ಗೆತ್ ಹೊತ್ತೊ, ಖರೆ ಪವಿತ್ರ್ ಆತ್ಮ್ಯಾನ್ ತೆಕಾ, ಸಿಮಾವ್ ತುಕಾ ಹುಡ್ಕುಂಗೆತ್ ತಿನ್ ಲೊಕಾ ಯೆಲಾತ್,