Acts 10:2 — Compare Translations
7 translations compared side by side
Odia - 1840
"ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହ ରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ଯ ପରମେଶ୍ବରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ଵରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଜଣେ ଧାର୍ମିକ ଲୋକ ଥିଲେ। ସେ ଓ ତାଙ୍କ ପରିବାରର ସମସ୍ତେ ଈଶ୍ୱରଙ୍କୁ ଉପାସନା କରୁଥିଲେ। ସେ ଦରିଦ୍ର ଇହୁଦୀମାନଙ୍କର ଉପକାର ପାଇଁ ବହୁତ କିଛି କରୁଥିଲେ ଓ ଅବିରତ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಕೊರ್ನೆಲ್ ದೆವಸ್ಪಾನಾಚೊ ಮಾನುಸ್ ಹೊವ್ನ್ ಹೊತ್ತೊ, ತೊ ಅನಿ ತೆಚ್ಯಾ ಘರಾತ್ಲಿ ಸಗ್ಳಿ ಲೊಕಾ ದೆವಾಕ್ ಆರಾದನ್ ಕರಿತ್, ತೊ ಬರ್ಯಾ ಮನಾನ್ ಗರಿಬಾಕ್ನಿ ದಾನ್ ಧರ್ಮ್ ಕರಿತ್ ಹೊತ್ತೊ, ಅನಿ ಕನ್ನಾಬಿ ದೆವಾಕ್ಡೆ ಮಾಗ್ನಿ ಕರಿತ್ ರ್ಹಾಯ್.