Acts 10:20 — Compare Translations

7 translations compared side by side

Odia - 1840
"ତେଣୁ ଉଠ ଓ ତଳକୁ ଯାଅ। ସହେି ଲୋକମାନଙ୍କ ସହିତ ଯାଅ ଓ ସମାନଙ୍କେୁ କିଛି ପଚ଼ାର ନାହିଁ। କାରଣ ମୁଁ ସମାନଙ୍କେୁ ପଠାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରସ୍ତୁତ ହୋଇ ତଳକୁ ଯାଅ ଓ ସେମାନଙ୍କ ସଙ୍ଗେ ଯିବା ପାଇ କୁଣ୍ଠାବୋଧ କର ନାହିଁ, କାରଣ ମୁଁ ସେମାନଙ୍କୁ ପଠାଇ ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଉଠ ଓ ତଳକୁ ଯାଅ। ସେହି ଲୋକମାନଙ୍କ ସହିତ ଯାଅ ଓ ସେମାନଙ୍କୁ କିଛି ପଗ୍ଭର ନାହିଁ। କାରଣ ମୁଁ ସେମାନଙ୍କୁ ପଠାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಉಟುನ್ ಖಾಲ್ತಿ ಉತ್ರುನ್ ತೆಂಚ್ಯಾ ವಾಂಗ್ಡಾ ಜಾ, ಪಾಟಿ ಸರ್ಕುನಕ್ಕೊ ಅನಿ ಜವಾಬ್ ಇಚಾರುನಕ್ಕೊ, ಮಿಯಾಚ್ ತೆಂಕಾ ತುಜ್ಯಾಕ್ಡೆ ಧಾಡುನ್ ದಿಲಾ ಮಟ್ಲ್ಯಾನ್.