Acts 10:23 — Compare Translations
7 translations compared side by side
Odia - 1840
"ତେଣୁ ପିତର ସମାନଙ୍କେୁ ଭିତରକୁ ଡାକିଲେ ଓ ରାତ୍ରି ଯାପନ କରିବାକୁ ଜାଗାଟିଏ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ ଭିତରକୁ ଡାକିନେଇ ସେମାନଙ୍କର ଆତିଥ୍ୟ କଲେ । ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି ଯାଫୋ ନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାଙ୍କ ସାଙ୍ଗରେ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ସେମାନଙ୍କୁ ଭିତରକୁ ଡାକି ନେଇ ସେହି ରାତ୍ରିଟି ସେଠାରେ କଟାଇବା ପାଇଁ ଅନୁରୋଧ କଲେ। ତହିଁ ଆରଦିନ ସେ ପ୍ରସ୍ତୁତ ହୋଇ ସେମାନଙ୍କ ସହିତ ଗଲେ। ଯୋପ୍ପାର କେତେ ଜଣ ବିଶ୍ୱାସୀ ମଧ୍ୟ ସେମାନଙ୍କ ସଙ୍ଗରେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପିତର ସେମାନଙ୍କୁ ଭିତରକୁ ଡାକିଲେ ଓ ରାତ୍ରି ଯାପନ କରିବାକୁ ଜାଗାଟିଏ ଦେଲେ। ତହିଁ ଆରଦିନ ସେ ସେମାନଙ୍କ ସହିତ ପ୍ରସ୍ତୁତ ହୋଇ ଗ୍ଭଲିଗଲେ। ଯାଫୋର କେତେକ ଭାଇମାନେ ମଧ୍ୟ ତାହାଙ୍କ ସହିତ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ । ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ತೆಂಕಾ ಭುತ್ತುರ್ ಬಲ್ವುನ್, ತ್ಯಾ ರಾತ್ತಿನಿ ಥೈಚ್ ರಾವ್ಚೆ ಮನುನ್ ಮಾಗುನ್ ಘೆಟ್ಲ್ಯಾನ್, ದುಸ್ರ್ಯಾಂದಿಸಿ ಪೆದ್ರು ತಯಾರ್ ಹೊವ್ನ್ ತ್ಯಾ ತಿನ್ ಮಾನ್ಸಾಂಚ್ಯಾ ವಾಂಗ್ಡಾ ಜಾವ್ಕಲಾಲೊ, ಜೊಪ್ಪಾತ್ಲೆ ದೆವಾಚ್ಯಾ ತಾಂಡ್ಯಾಚ್ಯಾ ಲೊಕಾತ್ನಿ ಥೊಡಿ ಲೊಕಾ ತೆಂಚ್ಯಾ ವಾಂಗ್ಡಾ ಗೆಲಿ.