Acts 10:24 — Compare Translations

7 translations compared side by side

Odia - 1840
"ତହିଁ ଆରଦିନ ସେ କାଇସରୀଆ ନଗର ରେ ପହନ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଠ ବନ୍ଧୁମାନଙ୍କୁ ଡ଼କଇେ ସମାନଙ୍କେ ଅପେକ୍ଷା ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ସେମାନେ କାଇସରିଆରେ ପ୍ରବେଶ କଲେ, ଆଉ, କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରଦିନ ସେମାନେ ସିସେରିଆରେ ପହଞ୍ଚିଲେ। ସେଠାରେ କର୍ଣ୍ଣୀଲିୟ ତାଙ୍କର ନିକଟତମ ବନ୍ଧୁ ଓ ଆତ୍ମୀୟମାନଙ୍କ ସହିତ ପିତରଙ୍କ ଅପେକ୍ଷାରେ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ସେ କାଇସରୀଆ ନଗରରେ ପହଞ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଟ ବନ୍ଧୁମାନଙ୍କୁ ଡକେଇ ସେମାନଙ୍କ ଅପେକ୍ଷାରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପରଦିନ ସେମାନେ କାଇସରିିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂದಿಸಿ ತೆನಿ ಸೆಜಾರೆಯ್ ಮನ್ತಲ್ಯಾ ಶಾರಾಕ್ ಪಾವ್ಲೆ ಕೊರ್ನೆಲ್ ತೆಂಚ್ಯಾಸಾಟ್ನಿ ರಾಕುನ್ಗೆತ್ ಹೊತ್ತೊ, ತೆನಿ ಅಪ್ಲ್ಯಾ ಬಳ್ಗಾಚ್ಯಾ ಲೊಕಾಕ್ನಿ ಅನಿ ಜಗೊಳ್ಲ್ಯಾ ವಾಂಗ್ಡಿಯಾಕ್ನಿ ತನ್ನಾಚ್ ಅಪ್ಲ್ಯಾ ಘರಾಕ್ ಬಲ್ವುಲ್ಯಾನ್.