Acts 10:28 — Compare Translations

7 translations compared side by side

Odia - 1840
"ସେ ସମାନଙ୍କେୁ କହିଲେ, ତୁମ୍ଭମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ୟିବା ଯିହୂଦୀ ବ୍ଯବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ 'ଅପବିତ୍ର' ଓ 'ଅପରିଚ୍ଛନ୍ନ' ନ କହିବା ପାଇଁ ପରମେଶ୍ବର ମାେତେ ଦଖାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ଵା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ଵର ମୋତେ ଦେଖାଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେମାନେ ଭଲ ରୂପେ ଜାଣ, ଜଣେ ଇହୁଦୀ ତା’ର ଧର୍ମବିଶ୍ୱାସ ଅନୁଯାୟୀ ଅଣଇହୁଦୀ ଲୋକମାନଙ୍କ ସହିତ ମିଳାମିଶା କରିପାରେ ନାହିଁ। କିନ୍ତୁ ଈଶ୍ୱର ମୋତେ ଜଣାଇଛନ୍ତି, କାହାରିକୁ ଅଶୁଚି ବା ଅପବିତ୍ର ମନେ କରିବା ଉଚିତ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୂଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ୱର ମୋତେ ଦେଖାଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ತೆಂಕಾ, “ಜುದೆವಾಂಚೊ ಎಕ್ ಮಾನುಸ್ ದುಸ್ರ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಸಂಪರ್ಕ್ ಥವ್ನ್ ಘೆತಲೆ ಹೊಂವ್ದಿ, ತೆಕಾ ಭೆಟ್ತಲೆ ಹೊಂವ್ದಿ ಹೆ ಸಗ್ಳೆ ಮೊಯ್ಜೆಚ್ಯಾ ಕರಾರಾಂಚ್ಯಾ ಪುಸ್ತಕಾಕ್ ವಿರೊದ್ ಹೊವ್ನ್ ಹಾಯ್ ಮನ್ತಲೆ ತುಮ್ಕಾ ಗೊತ್ತುಚ್ ಹಾಯ್, ಖರೆ ಖಚ್ಚ್ಯಾ ಮಾನ್ಸಾಕ್ಬಿ ಬ್ರಸ್ಟ್ ಮನುನ್ ಹೊಂವ್ದಿ ಅಶುದ್ದ್ ಮನುನ್ ಬಲ್ವುತಲೆ ಹೊಂವ್ದಿ ಕರು ನ್ಹಯ್ ಮನುನ್ ದೆವಾನ್ ಮಾಕಾ ದಾಕ್ವುನ್ ದಿಲಾ.