Acts 10:29 — Compare Translations

7 translations compared side by side

Odia - 1840
"ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତି ରେ ଏଠାକୁ ଚାଲିଆସିଲି। ମାେତେ ବର୍ତ୍ତମାନ କୁହ, ତୁମ୍ଭମାନେେ ମାେତେ କାହିଁକି ଡ଼କଇେଥିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିପାଇଁ ମୋତେ ଆହ୍ଵାନ କରାଯିବାମାତ୍ର ମୁଁ ମଧ୍ୟ ଆପତ୍ତି ନ କରି ଆସିଲି । ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମେ ଯେତେବେଳେ ମୋତେ ଡକାଇଲ, ମୁଁ କୌଣସି ଆପତ୍ତି ନ କରି ଆସିଲି। ମୁଁ ଜାଣିବାକୁ ଚାହେଁ, ତୁମେ କାହିଁକି ମୋତେ ଡକାଇଲ?”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତିରେ ଏଠାକୁ ଗ୍ଭଲିଆସିଲି। ମୋତେ ବର୍ତ୍ତମାନ କୁହ, ତୁମ୍ଭେମାନେ ମୋତେ କାହିଁକି ଡକେଇଥିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି । ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಮಾಕಾ ಹಿತ್ತೆ ಯೆ ಮನುನ್ ಬಲ್ವಲ್ಲ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಮಿಯಾ ವಾದ್ ಕರುಕ್‍ ನಾ, ಖರೆ ತುಮಿ ಮಾಕಾ ಕಶ್ಯಾಕ್ ಬಲ್ವುಲ್ಯಾಸಿ ಮನ್ತಲೆ ದಯಾ ಕರುನ್ ಅತ್ತಾ ಸಾಂಗಾ” ಮಟ್ಲ್ಯಾನ್.