Acts 10:3 — Compare Translations
7 translations compared side by side
Odia - 1840
"ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ବର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, କର୍ଣ୍ଣୀଲିୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ଵରଙ୍କର ଜଣେ ଦୂତ ତାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ଏକ ଦର୍ଶନରେ ସ୍ପଷ୍ଟ ଦେଖିଲେ ଯେ ଈଶ୍ୱରଙ୍କ ଦୂତ ଆସି ତାଙ୍କୁ ଡାକୁଛନ୍ତି, “କର୍ଣ୍ଣୀଲିୟ।”
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ୱର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, “କର୍ଣ୍ଣୀଲିୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
Odia IRV 2017 (ଓଡିଆ ବାଇବେଲ)
ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸಿ ದೊಪರಾಕ್ಡೆ ಸುಮಾರ್ ತಿನ್ ಗಂಟೆ ಹೊಲ್ಲ್ಯಾ ತನ್ನಾ ಕೊರ್ನೆಲಾಕ್ ಎಕ್ ದರ್ಶನ್ ದಿಸ್ಲೆ, ದೆವಾಚೊ ದುತ್ ಎಕ್ಲೊ ತೆಚ್ಯಾ ಜಗ್ಗೊಳ್ ಯೆವ್ನ್ “ಕೊರ್ನೆಲಾ” ಮನುನ್ ಬಲ್ವುತಲೆ ತೆಕಾ ಚೊಕ್ಕ್ ದಿಸ್ಲೆ.