Acts 10:30 — Compare Translations
7 translations compared side by side
Odia - 1840
"କର୍ଣ୍ଣୀଲିୟ କହିଲେ, ମୁଁ ଠିକ୍ ଚ଼ାରିଦିନ ଆଗରୁ ମାେ ଘ ରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥାନା କରୁଥିଲି। ସେତବେେଳେ ହଠାତ୍ ଜଣେ ସ୍ବର୍ଗଦୂତ, ଉଜ୍ଜ୍ବଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମାେ ସାମନା ରେ ଠିଆ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟରେ ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ଵଳ ବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋʼ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ଣ୍ଣୀଲିୟ କହିଲେ, “ତିନିଦିନ ତଳେ ପ୍ରାୟ ଏହି ସମୟରେ ଅପରାହ୍ନ ତିନି ଘଣ୍ଟାବେଳେ ମୁଁ ମୋ’ ଘରେ ପ୍ରାର୍ଥନା କରୁଥିଲି। ହଠାତ୍ ଶୁଭ୍ର ବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ’ ସମ୍ମୁଖରେ ଠିଆ ହୋଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
କର୍ଣ୍ଣୀଲିୟ କହିଲେ, “ମୁଁ ଠିକ୍ ଗ୍ଭରି ଦିନ ଆଗରୁ ମୋ’ ଘରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥନା କରୁଥିଲି। ସେତେବେଳେ ହଠାତ୍ ଜଣେ ସ୍ୱର୍ଗଦୂତ, ଉଜ୍ଜ୍ୱଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମୋ’ ସାମନାରେ ଠିଆ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Odia IRV 2017 (ଓଡିଆ ବାଇବେଲ)
କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಕೊರ್ನೆಲಾನ್, “ತಿನ್ ದಿಸಾಂಚ್ಯಾ ಫಾಟ್ಲ್ಯಾ ದಿಸಿ, ಮಿಯಾ ಮಾಜ್ಯಾ ಘರಾತ್ ಮಾಗ್ನಿ ಕರಿತ್ ಹೊತ್ತೊ, ತನ್ನಾ ಸುಮಾರ್ ದೊಪಾರ್ಚೆ ತಿನ್ ಗಂಟೆ ಯೆಳ್ ಹೊಲ್ಲೊ, ಎಗ್ದಮ್ ಮಾಜ್ಯಾ ಫಿಡ್ಯಾತ್ ಎಕ್ ಮಾನುಸ್ ಯೆವ್ನ್ ಇಬೆ ರ್ಹಾಲೊ ತೆನಿ ನೆಸಲ್ಲೆ ಕಪ್ಡೆ ಉಜ್ವೊಡಾ ಸಾರ್ಕೆ ಹೊಳ್ವಿತ್.