Acts 10:31 — Compare Translations

7 translations compared side by side

Odia - 1840
"ସେ କହିଲେ, 'କର୍ଣ୍ଣୀଲିୟ, ପରମେଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦଇେଥିବା ଦାନ ମନେ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭର ଦାନସବୁ ଈଶ୍ଵରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
‘କର୍ଣ୍ଣୀଲିୟ! ଈଶ୍ୱର ତୁମ ପ୍ରାର୍ଥନା ଶୁଣିଅଛନ୍ତି ଓ ତୁମର ସେବାକାର୍ଯ୍ୟ ଲକ୍ଷ୍ୟ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, ‘କର୍ଣ୍ଣୀଲିୟ, ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦେଇଥିବା ଦାନ ମନେ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଦାନସବୁ ଈଶ୍ୱରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಮಾನ್ಸಾನ್, ಕೊರ್ನೆಲ್! ದೆವಾನ್ ತುಜಿ ಮಾಗ್ನಿ ಆಯಿಕ್ಲಾ, ತಿಯಾ ಗರಿಬಾಕ್ನಿ ದಿತಲೆ ಸಗ್ಳೆ ಬಗುನ್ ದೆವಾನ್ ತುಕಾ ಧ್ಯಾನಾತ್ ಘೆಟ್ಲಾ.