Acts 10:32 — Compare Translations

7 translations compared side by side

Odia - 1840
"ତେଣୁ ଯାଫୋକୁ ଲୋକ ପଠାଇ ପିତର ନାମ ରେ ପରିଚ଼ିତ ଶିମାନଙ୍କେୁ ଏଠାକୁ ଡ଼କାଅ। ସେ ସମୁଦ୍ର କୂଳ ରେ ଚ଼ମାର ଶିମାନଙ୍କେ ଘ ରେ ରହୁଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ର କୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ। ସେ ସମୁଦ୍ରକୂଳ ନିବାସୀ ଚର୍ମକାର ଶିମୋନ ଘରେ ଅତିଥି ହୋଇଛନ୍ତି।’
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାଫୋକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଏଠାକୁ ଡକାଅ। ସେ ସମୁଦ୍ର କୂଳରେ ଚମାର ଶିମୋନଙ୍କ ଘରେ ରହୁଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಥೊಡ್ಯಾ ಲೊಕಾಕ್ನಿ ಜೊಪ್ಪ್ ಮನ್ತಲ್ಯಾ ಶಾರಾಕ್ ಧಾಡುನ್ ಪೆದ್ರು ಮನುನ್ ಬಲ್ವುತಲ್ಯಾ ಸಿಮಾವಾಕ್ ಯೆವ್ಕ್ ಸಾಂಗ್, ಪೆದ್ರು ಚಮ್ಡ್ಯಾಚೆ ಕಾಮ್ ಕರ್‍ತಲ್ಯಾ ಸಿಮಾವ್ ಮನ್ತಲ್ಯಾಚ್ಯಾ ಘರಾತ್ ವಸ್ತಿ ಹಾಯ್, ತೆಜೆ ಘರ್ ಸಮುಂದರಾಚ್ಯಾ ದಂಡೆಕ್ ಹಾಯ್” ಮಟ್ಲ್ಯಾ‍ನ್.