Acts 10:33 — Compare Translations

7 translations compared side by side

Odia - 1840
"ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡ଼କଇେ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦଇେଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠା ରେ ପ୍ରଭୁଙ୍କ ସମ୍ମୁଖ ରେ ଅପେକ୍ଷା କରି ରହିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ମୁଁ ଅବିଳମ୍ଵରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ, ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସଙ୍ଗେ ସଙ୍ଗେ ମୁଁ ଆପଣଙ୍କୁ ଡକାଇଲି ଓ ଆପଣ ଦୟା କରି ଆସିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି, ତାହା ଶୁଣିବାକୁ ଆମେ ସମସ୍ତେ ବର୍ତ୍ତମାନ ଈଶ୍ୱରଙ୍କ ସାନ୍ନିଧ୍ୟରେ ଉପସ୍ଥିତ ଅଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡକେଇ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦେଇଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠାରେ ପ୍ରଭୁଙ୍କ ସମ୍ମୁଖରେ ଅପେକ୍ଷା କରି ରହିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಮಿಯಾ ಲಗ್ಗುನಾ ತುಕಾ ಯೆವ್ಕ್ ಸಾಂಗುನ್ ಧಾಡ್ಲೊ, ತಿಯಾ ಹಿತ್ತೆ ಯೆಲ್ಲೆ ಉಪ್ಕಾರ್ ಹೊಲೊ, ಅಮ್ಕಾ ಸಾಂಗ್ ಮನುನ್ ಧನಿಯಾನ್ ತುಕಾ ಸಾಂಗಲ್ಲೆ ಹರ್ ಎಕ್‍ಬಿ ಆಯ್ಕುಕ್ ಅಮಿ ಸಗ್ಳೆ ಹಿತ್ತೆ ದೆವಾಚ್ಯಾ ಫಿಡ್ಯಾತ್ ಗೊಳಾ ಹೊಲಾಂವ್ ಮನುನ್ ಸಾಂಗ್ಲ್ಯಾನ್.