Acts 10:34 — Compare Translations
7 translations compared side by side
Odia - 1840
"ପିତର କହିବା ଆରମ୍ଭ କଲେ, ମୁଁ ବର୍ତ୍ତମାନ ପ୍ରକୃତ ରେ ବୁଝିପାରୁଛି, ପରମେଶ୍ବରଙ୍କ ଦୃଷ୍ଟି ରେ ପ୍ରେତ୍ୟକକ ଲୋକ ସମାନ। ତାହାଙ୍କ ପାଖ ରେ କୌଣସି ଭଦଭୋବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ଵର ଯେ ମୁଖାପେକ୍ଷା କରନ୍ତି ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଶିକ୍ଷା ଦେବାକୁ ଆରମ୍ଭ କରି କହିଲେ, “ବର୍ତ୍ତମାନ ମୁଁ ବୁଝିପାରୁଛି ଯେ ପ୍ରକୃତରେ ଈଶ୍ୱର ସମସ୍ତଙ୍କୁ ସମାନ ଭାବରେ ଦେଖନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କର୍ଣ୍ଣୀଲିୟଙ୍କ ଘରେ ପିତରଙ୍କ ଶିକ୍ଷା ପିତର କହିବା ଆରମ୍ଭ କଲେ, “ମୁଁ ବର୍ତ୍ତମାନ ପ୍ରକୃତରେ ବୁଝିପାରୁଛି, ପରମେଶ୍ୱରଙ୍କ ଦୃଷ୍ଟିରେ ପ୍ରତ୍ୟେକ ଲୋକ ସମାନ। ତାହାଙ୍କ ପାଖରେ କୌଣସି ଭେଦଭାବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ಬೊಲ್ನೆ ಚಾಲುಕರುನ್, ದೆವ್ ಸಗ್ಳ್ಯಾಕ್ನಿಬಿ ಎಕುಚ್ ನಮುನಿ ಬಗ್ತಾ, ಮನ್ತಲೆ ಖರೆ ಮಾಕಾ ಅತ್ತಾ ಕಳ್ಳೆ.