Acts 10:35 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରତ୍ୟେକ ଜାତିରେ ଯେକେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କୌଣସି ଜାତିର ଯେକୌଣସି ଲୋକ ପ୍ରଭୁଙ୍କର ଉପାସନା କଲେ ଓ ତାଙ୍କ ଦୃଷ୍ଟିରେ ସତ୍କର୍ମ କଲେ, ପ୍ରଭୁ ତାହାକୁ ଗ୍ରହଣ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಕ್ ಆರಾದನ್ ಕರ್‍ತಲೊ ನಿತಿಚೊ ಮಾನುಸ್ ಕೊನ್ ಹೊಲ್ಯಾರ್ಬಿ ದೆವ್ ತೆಕಾ ಅಪ್ನಾಚ್ಯಾ ಜಗ್ಗೊಳ್ ಘೆತಾ, ಹಿತ್ತೆ ತೊ ಖಚ್ಚ್ಯಾ ದೆಶ್ಯಾಚೊ ಮನ್ತಲೆ ಜವಾಬ್ ಯೆಯ್ನಾ.