Acts 10:36 — Compare Translations

7 translations compared side by side

Odia - 1840
"ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଣିଛ ଯେ ଈଶ୍ୱର ଇଶ୍ରାଏଲୀୟମାନଙ୍କ ନିକଟକୁ ଯେଉଁ ବାର୍ତ୍ତା ପ୍ରେରଣ କରିଥିଲେ, ତାହା ହିଁ ଯୀଶୁଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଶାନ୍ତିର ବାର୍ତ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಇಸ್ರಾಯೆಲ್‌ಕಾರಾಕ್ನಿ ಅಪ್ಲಿ ಬರಿ ಖಬರ್ ಧಾಡುನ್ ದಿಲ್ಯಾನ್ ಅನಿ ಜೆಜು ಕ್ರಿಸ್ತಾಕ್ನಾ ಬರಿ ಖಬರ್ ಪರ್ಗಟ್ ಕರ್‍ಲ್ಯಾನ್, ತೊ ಸಗ್ಳ್ಯಾಂಚೊ ಧನಿಯಾ ಹೊವ್ನ್ ಹಾಯ್.