Acts 10:38 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ଵର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ଵର ତାହାଙ୍କ ସହବର୍ତ୍ତୀ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନାଜରିତର ଯୀଶୁଙ୍କ ବିଷୟରେ ଓ ଈଶ୍ୱର କିପରି ତାଙ୍କ ଉପରେ ପବିତ୍ର ଆତ୍ମା ଓ ଶକ୍ତି ଢାଳି ଦେଇଥିଲେ, ତାହା ଜାଣ। ସେ ସବୁଆଡ଼େ ଯାଇ ମହତ୍ କାର୍ଯ୍ୟ ସାଧନ କଲେ। ଶୟତାନର କବଳରେ ଥିବା ଲୋକଙ୍କୁ ସୁସ୍ଥ କଲେ, କାରଣ ଈଶ୍ୱର ତାଙ୍କ ସହିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಜರೆತಾಚ್ಯಾ ಜೆಜುಚ್ಯಾ ವಿಶಯಾತ್ ತುಮ್ಕಾ ಗೊತ್ತ್ ಹಾಯ್, ದೆವಾನ್ ತೆಕಾ ಪವಿತ್ರ್ ಆತ್ಮೊ ಅನಿ ಬಳ್ ದಿವ್ನ್ ಅಭಿಶೆಕ್ ಕರ್‍ಲ್ಯಾನ್, ತೆನಿ ಸಗ್ಳ್ಯಾಕ್ಡೆ ಲೊಕಾಕ್ನಿ ಬರೆ ಕರ್‍ಲ್ಯಾನ್, ಅನಿ ಮ್ಹಾರು ಧರಲ್ಯಾಕ್ನಿ ಜೆಜುನ್ ಗುನ್ ಕರ್‍ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್, ಜೆಜುಚ್ಯಾ ವಾಂಗ್ಡಾ ದೆವ್ ಹಾಯ್ ಮನ್ತಲೆ ಹೆಚ್ಯಾ ವೈನಾ ದಿಸುನ್ ಯೆಲೆ.