Acts 10:4 — Compare Translations
7 translations compared side by side
Odia - 1840
"କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଚାହିଁଲେ ଏବଂ ଭୟ ରେ କହିଲେ, ମହାଶୟ, ଆପଣ କ'ଣ ଚ଼ାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ, କଅଣ? ସେ ତାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ଵରୂପେ ଊର୍ଦ୍ଧ୍ଵରେ ଈଶ୍ଵରଙ୍କ ଛାମୁରେ ଉଠିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଭୟରେ ସ୍ୱର୍ଗଦୂତଙ୍କ ଆଡ଼କୁ ଚାହିଁ କହିଲେ, “ଆଜ୍ଞା କଅଣ କହୁଛନ୍ତି?” ସ୍ୱର୍ଗଦୂତ ଉତ୍ତର ଦେଲେ, “ଈଶ୍ୱର ତୁମର ପ୍ରାର୍ଥନା ଓ ଦାନଶୀଳତାରେ ସନ୍ତୁଷ୍ଟ ଓ ଏହାର ପ୍ରତିଦାନ ଦେବା ପାଇଁ ପ୍ରସ୍ତୁତ।
Odia Bible ERV 2004 (ପବିତ୍ର ବାଇବଲ)
କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?” ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ୱରଙ୍କ ଛାମୁରେ ଉଠିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಕೊರ್ನೆಲಾನ್ ದೆವಾಚ್ಯಾ ದುತಾಕ್ ಬಗುನ್ ಭಿಂವ್ನ್ ಸಾಯ್ಬಾ ತುಕಾ ಕಾಯ್ ಹೊವ್ಚೆ? ಮನುನ್ ಇಚಾರ್ಲ್ಯಾನ್, ತೆಕಾ “ದೆವಾನ್ ತುಜಿ ಮಾಗ್ನಿಯಾ ಆಯಿಕ್ಲ್ಯಾನ್, ತಿಯಾ ಗರಿಬಾಕ್ನಿ ದಾನ್ ಧರ್ಮ್ ದಿಲ್ಲೆ ಸಗ್ಳ್ಯೆ ತೆನಿ ಬಗ್ಲಾ, ದೆವಾನ್ ತುಕಾ ಮೆಚ್ಚುನ್ ಘೆಟ್ಲಾ.