Acts 10:40 — Compare Translations
7 translations compared side by side
Odia - 1840
"କିନ୍ତୁ ତାହାଙ୍କ ମୃତ୍ଯୁର ତିନିଦିନ ପରେ ପରମେଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ଯରୁ ପୁନର୍ଜିବୀତ କରି ଉଠାଇଲେ ଓ ଲୋକଙ୍କ ନିକଟରେ ତାହାଙ୍କୁ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କୁ ଈଶ୍ଵର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ତିନି ଦିନ ଭିତରେ ତାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରି ପ୍ରତ୍ୟକ୍ଷ କରାଇଲେ -
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହାଙ୍କ ମୃତ୍ୟୁର ତିନି ଦିନ ପରେ ପରମେଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ପୁନର୍ଜୀବିତ କରି ଉଠାଇଲେ ଓ ଲୋକଙ୍କ ନିକଟରେ ତାହାଙ୍କୁ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କୁ ଈଶ୍ୱର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ದೆವಾನ್ ತೆಕಾ ಮರ್ನಾಕ್ನಾ ತಿನ್ವೆ ದಿಸಾತ್ ಝಿತ್ತೊ ಕರುನ್ ಉಟ್ವುಲ್ಯಾನ್! ಜೆಜು ಪ್ರತ್ಯೆಕ್ಷ್ ದಿಸಿ ಸಾರ್ಕೊ ಕರ್ಲ್ಯಾನ್.